• Latest
  • Trending
ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାରୀ କିଏ ?

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାରୀ କିଏ ?

Aug-27-2024 01:03 PM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-28-2025 11:37 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
  • About
  • Careers
  • Contact Us
Monday, December 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାରୀ କିଏ ?

ଏହା ଏକ ସୁପାରୀ କିଲର

by M M
Aug-27-2024 01:03 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାରୀ କିଏ ? ମିଶନାରୀ ପଇସା ଦେଲେ , ମାଓବାଦୀ ମାରିଲେ କହିଛନ୍ତି ଗବେଷକ ଅନୀଲ ଧିର । ଆସନ୍ତୁ ଦେଖିବା ସଂପୂର୍ଣ୍ଣ ଇଣ୍ଟରଭ୍ୟୁ

 

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ୧୯୨୪ ମସିହାରେ ଓଡିଶାର ଅନୁଗୁଳ ଜିଲ୍ଲାର ଗୁରୁଜଙ୍ଗ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ୧୯୬୫ ରେ ହିମାଳୟରୁ ଫେରି  ଗୋହତ୍ୟା ଓ ଧର୍ମାନ୍ତରଣ ବିରୋଧୀ ଆନ୍ଦୋଳନରେ ଯୋଗ ଦେବାକୁ ଓଡିଶା ଆସିଥିଲେ ।

୧୯୬୮ ମସିହାରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଯୋଜନାରେ କନ୍ଧମାଳ ଜିଲ୍ଲାକୁ ଯାଇଥିଲେ । ସ୍ୱାମୀଜୀ ଚାରି ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟଧରି ସଂପୃକ୍ତ ଅଂଚଳର ସାମାଜିକ,ଧାର୍ମିକ ଓ ଅର୍ଥନୈତିକ ବିକାଶଲାଗି ନିରବଚ୍ଛିନ୍ନଭାବେ କାର୍ଯ୍ୟ କରିବା ସହିତ ସେମାନଙ୍କୁ ସଶକ୍ତକରି ଠିଆ କରିବା ପାଇଁ ପ୍ରୟାସ କରିଚାଲିଥିଲେ ।

ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ଲାଗି ସ୍ୱାମୀଜୀ ଚକାପାଦ ଓ ଜଳେଶପଟ୍ଟା ଠାରେ ଆବାସିକ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଛାତ୍ରୀନିବାସ ମଧ୍ୟ ପ୍ରତିଷ୍ଠା କରିଥିଲେ । ଜିଲ୍ଲାର ସବୁ ଗ୍ରାମରେ ସତ୍‌ସଙ୍ଗ କେନ୍ଦ୍ର ସ୍ଥାପନ କରିଥିଲେ ।

ସତସଂଗ ଦ୍ୱାରା ହଜାର ହଜାର ଜନଜାତି ଲୋକଙ୍କର ନିଶା ଅଭ୍ୟାସ ଛଡାଇଥିଲେ । ସ୍ୱାମୀଜୀ କେବଳ ଶାସ୍ତ୍ର ଏବଂ ଦର୍ଶନ ନୁହେଁ, କୃଷି, ପଶୁପାଳନ ଏବଂ ଫଳଚାଷ ଉପରେ ମଧ୍ୟ ତାଙ୍କର ଅଭୂତ ଦକ୍ଷତା ଥିଲା ଯାହା ସେ ଜନଜାତିର ଲୋକମାନଙ୍କୁ କନ୍ଧମାଳରେ ଶିକ୍ଷା ଦେଉଥିଲେ ।

ଛନ୍ଦ, କପଟ ଓ ଲୋଭ ଦେଖାଇ ଗରୀବ ଲୋକମାନଙ୍କୁ ଖ୍ରୀଷ୍ଟ ଧର୍ମରେ ଦୀକ୍ଷିତ କରାଯାଉଥିଲା । ସ୍ୱାମୀଜୀ ଏହି ଅନ୍ୟାୟ ତଥା ବେ-ଆଇନ କାର୍ଯ୍ୟର ବିରୋଧରେ ପାହାଡ ଭଳି ଠିଆ ହୋଇଥିଲେ । ଯାହା ଫଳରେ ମିଶନାରୀମାନେ ପ୍ରମାଦ ଗଣିଲେ । ସ୍ୱାମୀଜୀଙ୍କ ଲାଗି ସାରା ଦେଶ ଜାଣିଲା ଯେ ମିଶନାରୀମାନେ ସେବା ନାଁରେ ସାହାଯ୍ୟ ନାଁରେ କନ୍ଧମାଳରେ ନୀରିହ ତଥା ସରଳ ଲୋକଙ୍କ ଧର୍ମ ପରିବର୍ତନ କରୁଛନ୍ତି ।

ସ୍ୱାମୀଜୀଙ୍କ ଉପରେ ୯ଥର ମରଣାନ୍ତକ ଆକ୍ରମଣ ହୋଇଥିଲା । ଶେଷରେ୨୦୦୮ ମସିହା ଅଗଷ୍ଟ ମାସ ୨୩ ତାରଖ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ଚାଲୁଥିବା ବେଳେ ସଧ୍ୟା ୭ଟା ୩୦ ମିନିଟ ସମୟରେ ଆତତାୟୀମାନେ ଜଳେଶପଟ୍ଟା ସ୍ଥିତ ଶଙ୍କରାଚାର୍ଯ୍ୟ କନ୍ୟାଶ୍ରମ ଭିତରେ ପଶି ଆଖିବୁଜା ଗୁଳି ଚଳାଇଥିଲେ ।

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସମେତ କନ୍ୟାଶ୍ରମ ସଂଚାଳିକା ମାତା ଭକ୍ତିମୟୀ, ଅମୃତାନନ୍ଦ ବାବା, କିଶୋରବାବା ଏବଂ ଜଣେ ଛାତ୍ରୀର ଅବିଭାବକ ପୁରଂଜନ ଗଣ୍ଠିଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲେ ।

ହତ୍ୟାପରଠୁ ଏହି ମାମଲାରେ କିଏ ଦୋଷୀ ତାହା ବିଚାରଧୀନ ରହିଛି । ତେବେ ଦେଖାଯାଉ ବିଜେପି ସରକାର ଆସିବା ପରେ ଆଉ କେତେଦିନ ଏହି ମାମଲା ଲାଗିରହୁଛି ।

Tags: Anil DhirMaoistsMissionaries paidWho is the murderer of Lakshmananand Saraswati?
Share196Tweet123
M M

M M

ଆଜିର ପାଗ

Bhubaneswar
December 29, 2025, 9:03 AM
 

NE
Partly cloudy
18°C
2.4 m/s
Apparent: 17°C
Pressure: 1016 mb
Humidity: 95%
Winds: 2.4 m/s NE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

December 28, 2025

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom