• Latest
  • Trending
ନବୀନ ପଚାରିବେ କି ଯକ୍ଷ ପ୍ରଶ୍ନ…ଆପଣମାନେ ଖୁସି ତ ?

ନବୀନ ପଚାରିବେ କି ଯକ୍ଷ ପ୍ରଶ୍ନ…ଆପଣମାନେ ଖୁସି ତ ?

Nov-01-2025 09:17 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନବୀନ ପଚାରିବେ କି ଯକ୍ଷ ପ୍ରଶ୍ନ…ଆପଣମାନେ ଖୁସି ତ ?

by M M
Nov-01-2025 09:17 AM IST
in ବଡ଼ ଖବର
0
ନବୀନ ପଚାରିବେ କି ଯକ୍ଷ ପ୍ରଶ୍ନ…ଆପଣମାନେ ଖୁସି ତ ?
492
SHARES
1.4k
VIEWS
Share on FacebookShare on Twitter

ନବୀନ ପଚାରିବେ କି ଯକ୍ଷ ପ୍ରଶ୍ନ…ଆପଣମାନେ ଖୁସି ତ ?

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୁଆପଡ଼ା ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପକ୍ଷରେ ପ୍ରଚାର କରିବେ। ୩ ନଭେମ୍ବରରେ କୋମନାରେ ସଭା କରିବା ପୂର୍ବରୁ ସେ ଏକ ଭିଡିଓ ବାର୍ତ୍ତା ପ୍ରକାଶ କରିଛନ୍ତି। ଏଥିରେ ସେ ତାଙ୍କର ପ୍ରସିଦ୍ଧ ପ୍ରଶ୍ନ ‘ଆପଣମାନେ ଖୁସି ତ?’ ପୁଣି ଉଠାଇଛନ୍ତି। ଏହି ପ୍ରଶ୍ନ ନବୀନଙ୍କ ୨୪ ବର୍ଷର ଶାସନରେ ଜନସମ୍ପର୍କର ମୁଖ୍ୟ ଅସ୍ତ୍ର ଥିଲା। ୨୦୨୪ ନିର୍ବାଚନରେ ବିଜେଡ଼ି ପରାଜୟ ପରେ ଏହା ଅନେକ ଦିନ ଶୁଣାଯାଇ ନଥିଲା। କିନ୍ତୁ ଏବେ ଉପନିର୍ବାଚନରେ ଏହା ଫେରିଛି। ଭିଡିଓରେ ନବୀନ କହିଛନ୍ତି, “ପ୍ରିୟ କୋମନାର ଭାଇଭଉଣୀମାନେ, ମୁଁ ଆସୁଛି। ଆପଣମାନଙ୍କୁ ଭେଟିବି।” ଶେଷରେ ‘ଆପଣମାନେ ଖୁସି ତ?’ କହି ଓଡ଼ିଆରେ ‘ଜୁହାର’ କହିଛନ୍ତି।

ନବୀନ ପଟ୍ଟନାୟକ ଆସନ୍ତା ଦିନରେ ନୂଆପଡା ଜିଲ୍ଲାକୁ ପ୍ରଚାର ପାଇଁ ଯିବେ। ପୂର୍ବରୁ ସେ ପ୍ରତ୍ୟେକ ସଭାରେ “ଆପଣମାନେ ଖୁସି ତ?”  ପ୍ରଶ୍ନ ପଚାରୁଥିଲେ । ଯାହା କି ଲୋକମାନଙ୍କ ଗ୍ରହଣୀୟ ହୋଇଥିଲା । ତେବେ ଏବେ ସେହି ପ୍ରଶ୍ନ ପଚାରିବେ କି ନାହିଁ ତାହା ଚର୍ଚା ହେଉଛି ।  ନବୀନ ଏବେ ନୂଆପଡା ଉପ ନିର୍ବାଚନ ସଭାରେ ପୁଣି ସେହି ପ୍ରଶ୍ନ ପଚାରିବେ କି ନାହିଁ -ଆସନ୍ତୁ ଦେଖିବା ଏହି ଭିଡିଓ

Share197Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 1:01 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom