• Latest
  • Trending

କିଏ ଜିତିବ ମହିଳା ବିଶ୍ୱକପ୍

Oct-03-2024 01:26 PM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
  • About
  • Careers
  • Contact Us
Thursday, May 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

କିଏ ଜିତିବ ମହିଳା ବିଶ୍ୱକପ୍

by M M
Oct-03-2024 01:26 PM IST
in ଖେଳ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ଆଜିଠୁ ଆରମ୍ଭ ହେବାକୁ ଯାଉଛି ମହିଳା ବିଶ୍ବକପ୍ । ଆଉ କିଛି ସମୟ ପରେ ପାକିସ୍ତାନ ଶ୍ରୀଲଙ୍କା ଲଢ଼େଇ ହେବ ।  ବାଂଲାଦେଶରୁ ସ୍ଥାନାନ୍ତରିତ ହୋଇ ୟୁଏଇରେ ଖେଳାଯାଉଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ନବମ ସଂସ୍କରଣ ପାଇଁ ଖେଳାଳି, ପଡ଼ିଆ ପ୍ରସ୍ତୁତ । ଏଥର ଅଷ୍ଟ୍ରେଲିଆ ଜିତିବ କି ଭାରତ ଜିତିବ ତାହା କହିବା କଷ୍ଟ ।  ଗ୍ରୁପ୍ ଓ ନକ୍‌ଆଉଟ୍ ପଦ୍ଧତିରେ ଖେଳାଯିବାକୁ ଥିବା ଏହି ୧୦ ଦଳିଆ ବିଶ୍ବ ଲଢ଼େଇର ପ୍ରଥମ ମ୍ୟାଚ୍‌ରେ ଆଜି ଦୁଇ ଏସୀୟ ରାଷ୍ଟ୍ର ପାକିସ୍ତାନ ଓ ଶ୍ରୀଲଙ୍କା ମୁହାଁମୁହିଁ ହେବେ। ଅନ୍ୟତମ ଟ୍ରଫି ଦାବିଦାର ଭାରତ ତାର ଅଭିଯାନ ଶୁକ୍ରବାରଠାରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ କରିବ। ଏହି ମ୍ୟାଚ୍ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ସଂଧ୍ୟା ୬ଟାରୁ ଖେଳାଯିବ।ଭାରତୀୟ ଦଳ ତାର ଦ୍ବିତୀୟ ମ୍ୟାଚ୍‌ରେ ୬ ତାରିଖ ଦିନ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ, ୯ ତାରିଖରେ ଶ୍ରୀଲଙ୍କା ଏବଂ ୧୩ ତାରିଖରେ ଅଷ୍ଟ୍ରେଲିଆକୁ ଭେଟି ଲିଗ୍ ପର୍ଯ୍ୟାୟ ଶେଷ କରିବ। ଚଳିତ ଅକ୍ଟୋବର ୨୦ ତାରିଖରେ ଫାଇନାଲ୍ ଖେଳାଯିବାକୁ ଥିବା ଏହି ପ୍ରତିଯୋଗିତାରେ ଭାରତ ଗ୍ରୁପ୍-‘ଏ’ରେ ସ୍ଥାନ ପାଇଥିଲା ବେଳେ ଏହି ଗ୍ରୁପ୍‌ରେ ନ୍ୟୁଜିଲାଣ୍ଡ ସହ ଶକ୍ତିଶାଳୀ ଅଷ୍ଟ୍ରେଲିଆ, ପାକିସ୍ତାନ ଓ ଶ୍ରୀଲଙ୍କା ରହିଛନ୍ତି ।

Tags: cricketnewsnewsroomsports
Share196Tweet123
M M

M M

ଆଜିର ପାଗ

Bhubaneswar
May 7, 2026, 9:20 PM
 

S
Clear sky
27°C
3.8 m/s
Apparent: 32°C
Pressure: 1010 mb
Humidity: 93%
Winds: 3.8 m/s S
Windgusts: 14.2 m/s
UV-Index: 0
Precip.: 0mm /80% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom