• Latest
  • Trending
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ କରି ହତ୍ୟା କଲେ

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ କରି ହତ୍ୟା କଲେ

Aug-25-2024 07:42 PM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-28-2025 11:37 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
  • About
  • Careers
  • Contact Us
Monday, December 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ କରି ହତ୍ୟା କଲେ

ଖୋର୍ଧା ମୁକୁନ୍ଦପ୍ରସାଦରେ ଉତ୍ତେଜନା

by M M
Aug-25-2024 07:42 PM IST
in ବଡ଼ ଖବର, ରାଜ୍ୟ
0
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ କରି ହତ୍ୟା କଲେ
491
SHARES
1.4k
VIEWS
Share on FacebookShare on Twitter

ଖୋର୍ଧା: ପୂର୍ବ ଶତ୍ରୁତାକୁ ନେଇ  ଯୁବକଙ୍କୁ ଗୋଡାଇ ଖଣ୍ଡାରେ ହାଣିବାରୁ ତାଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଶିଳ୍ପାଂଚଳ ଥାନା ଅନ୍ତର୍ଗତ ଜଟଣୀ ବାଇପାସ ନିକଟରେ ଏହି ଘଟଣା ଘଟିଛି। ମୃତ ହେଲେ ମୁକୁନ୍ଦପ୍ରସାଦ ର ମହମ୍ମଦ ସାଜୁ(35)। ଏହାକୁ ନେଇ ମୁକୁନ୍ଦପ୍ରସାଦ ଛକରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ କହିଛି ଆଇନକୁ କେହି ହାତକୁ ନିଅନ୍ତୁ ନାହିଁ   । ଯାହାର କିଛି କହିବାର ଅଛି ସେ ଥାନାକୁ ଆସି କୁହନ୍ତୁ । ଆଇନକୁ ହାତକୁ ନେଲେ କଠୋର ଦଣ୍ଡ ମିଳିବ ବୋଲି କହିଛନ୍ତି ଜିଲ୍ଲାପାଳ, ଏସପି ।

ସ୍ଥାନୀୟ ଲୋକଙ୍କ କହିବା କଥା ଦୁଇ ଗୋଷ୍ଠୀ ଭିତରେ ପୂର୍ବରୁ ଶତୃତା ଥିଲା । ଏପରିକି ମାଡ଼ପିଟା ମଧ୍ୟ ହୋଇଥିଲା । ପରେ ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀର ଯୁବକଙ୍କୁ ଆକ୍ରମଣ କରିଥିଲେ । ସେପଟେ  ଅଭିଯୁକ୍ତ ଙ୍କୁ ଗିରଫ ଦାବିରେ ମୁକୁନ୍ଦପ୍ରସାଦ ଛକରେ ଶବ ରଖି ଟାୟର ଜାଲି ରାସ୍ତାରୋକ କରିଥିଲେ । ଘଟଣା ସ୍ଥଳରେ ଜିଲ୍ଲାପାଳ ଚଞ୍ଚଳ ରାଣା ଓ ଏସପି ଅବିନାଶ କୁମାର, ଆଇଜି ସଞ୍ଜୟ କୁମାର ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ପ୍ରତିଶୃତି ପରେ ଶବ ଉଠିଲା, ପରିସ୍ଥିତି ଉତ୍ତେଜନାମୂଳକ ରହିଛି। ଘଟଣା ସ୍ଥଳରେ 3ପ୍ଲାଟୁନ ଫୋର୍ସ ପୋଲିସ ମୁତୟନ ରହିଛନ୍ତି। ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଛି। ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବ ରୁ ଛକାପଞ୍ଝା ଲାଗି ରହିଥିଲା। ଆଜି ଅପରାହ୍ନ ପ୍ରାୟ 1ଟା ବେଳେ ମହମ୍ମଦ ବାଇକରେ ଜଟଣୀରୁ ଘରକୁ ଫେରୁଥିଲେ। ଏହି ସମୟରେ ଏକାଧିକ ଯୁବକ ତାଙ୍କୁ ଘେରି ଯାଇଥିଲେ। ମହମ୍ମଦ ସେଠାରୁ ପ୍ରାଣବିକଳରେ ଦୌଡି ଏକ ଗ୍ୟାରେଜ ରେ ପଶିଯାଇଥିଲେ। ଦୁବୃର୍ତ ମାନେ ତାଙ୍କ ଖଣ୍ଡାରେ ମୁଣ୍ଡ, ହାତ କୁ ହାଣି ଫେରାର ହୋଇଯାଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କ ମେଡିକାଲ ନେଇଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।

Tags: khurdhaMurder Casenewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 29, 2025, 2:31 AM
 

NNE
Fog
15°C
1 m/s
Apparent: 17°C
Pressure: 1015 mb
Humidity: 96%
Winds: 1 m/s NNE
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

December 28, 2025

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom